ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ବୁଲାନ୍ସ; ୩ ଆହତ

ନୟାଗଡ ୨୧/୧୦ : ନୟାଗଡ ନୂଆଗାଁ ଥାନା ପଞ୍ଚୁପାଣ୍ଡବ ନିକଟରେ ଗଛରେ ପିଟିହେଲା ଆମ୍ବୁଲାନ୍ସ | କଟକରୁ ମୃତଦେହ ନେଇ ଦଶପଲ୍ଲା ଆସୁଥିବା ବେଳେ ଦୁର୍ଘଟଣା | ଦୁର୍ଘଟଣାରେ ୩ ଜଣ ଆହତ ହୋଇଛନ୍ତି | ଆଜି ସକାଳୁ କଟକରୁ ଆମ୍ବୁଲାନ୍ସ ଯୋଗେ ମୃତଦେହ ନେଇ ଆସୁଥିବା ବେଳେ ଭାରସାମ୍ୟ ହରାଇ ଆମ୍ବୁଲାନ୍ସଟି ଗଛରେ ପିଟି ହୋଇଯାଇଥିଲା । ଫଳରେ ଆମ୍ବୁଲାନ୍ସରେ ଥିବା ୩ ଜଣ ଆହତ ହୋଇଛନ୍ତି । ସମସ୍ତ ଆହତଙ୍କୁ ସ୍ଥାନୀୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି |



from News7 https://ift.tt/2J7QlDD
ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ବୁଲାନ୍ସ; ୩ ଆହତ ଭାରସାମ୍ୟ ହରାଇ ଗଛରେ ପିଟିହେଲା ଆମ୍ବୁଲାନ୍ସ; ୩ ଆହତ Reviewed by SUBHENDU BARAL on October 21, 2018 Rating: 5

No comments:

Powered by Blogger.