ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମଦନ ଲାଲ ଖୁରାନାଙ୍କ ପରଲୋକ

ନୂଆଦିଲ୍ଲୀ ୨୮/୧୦: ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମଦନ ଲାଲ ଖୁରାନାଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୨ ବର୍ଷ ହୋଇଥିଲା।  ଦୀର୍ଘ ଦିନ ଧରି କୋମାରେ ଥିଲେ ଖୁରାନା। ବ୍ରେନଷ୍ଟ୍ରୋକ ଯୋଗୁ ସେ କୋମାକୁ ଚାଲିଯାଇଥିଲେ। ଗତକାଲି ରାତି ୧୧ଟାରେ ତାଙ୍କର ପରଲୋକ ହୋଇଥିଲା।

 



from News7 https://ift.tt/2yGkC8y
ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମଦନ ଲାଲ ଖୁରାନାଙ୍କ ପରଲୋକ ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବରିଷ୍ଠ ବିଜେପି ନେତା ମଦନ ଲାଲ ଖୁରାନାଙ୍କ ପରଲୋକ Reviewed by SUBHENDU BARAL on October 28, 2018 Rating: 5

No comments:

Powered by Blogger.