୨୪ ଘଣ୍ଟା ମଧ୍ୟରେ ବର୍ଷା

RAIN-...0

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ପୁଣି ଆସୁଛି ବର୍ଷା। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର କିଛି ସ୍ଥାନରେ ହୋଇପାରେ। ଏନେଇ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

ବିଶେଷ କରି ଉପକୂଳ ଓଡ଼ିଶାର କିଛି ଅଞ୍ଚଳରେ ବର୍ଷା ହୋଇପାରେ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

ଗତକାଲି ମଧ୍ୟ ରାଜ୍ୟର କିଛି ଅଞ୍ଚଳରେ ବର୍ଷା ହୋଇଥିବା ସୂଚନା ମିଳିଛି।

ହେଲେ ଅଗାମୀ ଦୁଇ ଦିନ ଯାଏ ରାଜ୍ୟର ଅଧିକାଂଶ ଅଞ୍ଚଳରେ ପାଗ ଶୁଖିଲା ରହିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ।



from Odisha Reporter
୨୪ ଘଣ୍ଟା ମଧ୍ୟରେ ବର୍ଷା ୨୪ ଘଣ୍ଟା ମଧ୍ୟରେ ବର୍ଷା Reviewed by SUBHENDU BARAL on October 25, 2018 Rating: 5

No comments:

Powered by Blogger.