
କଟକ: କଟକ ବଡ଼ ଡାକ୍ତରଖାନାରେ ଆଜି ଜଣେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ମଞ୍ଜୁ ରାଉତ। ତାଙ୍କ ଘର ପଶ୍ଚିମବଙ୍ଗ ପୂର୍ବ ମେଦିନିପୁରରେ ବୋଲି ଜଣାପଡ଼ିଛି।
ପ୍ରଥମେ ସେ ଭୁବନେଶ୍ୱରରେ ଚିକିତ୍ସାଧୀନ ଥିଲେ। ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଗୁରତର ହେବାରୁ ଏସସିବିକୁ ସ୍ଥାନାନ୍ତର ହୋଇଥିଲେ।
ଗତ ଚାରି ଦିନ ଧରି ତାଙ୍କୁ ସେଣ୍ଟ୍ରାଲ ଆଇସିୟୁରେ ରଖାଯାଇଥିଲା। ଆଜି ତାଙ୍କର ମୃତ୍ୟୁ ଘଟିଛି।
from OTV Khabar https://ift.tt/2PTTCcm
ଏସ୍ସିବିରେ ଡେଙ୍ଗୁ ରୋଗୀଙ୍କ ମୃତ୍ୟୁ OTV KHABAR BUREAU
Reviewed by SUBHENDU BARAL
on
October 27, 2018
Rating:
No comments: