ନାବାଳକର ମୁଣ୍ଡବିହୀନ ମୃତଦେହ ଉଦ୍ଧାର OTV KHABAR BUREAU

କଣ୍ଟାବାଞ୍ଜି: ବଲାଙ୍ଗିର ଜିଲ୍ଲା ସିନ୍ଧେକେଲା ଅଞ୍ଚଳରେ ଜଣେ ନାବାଳକର ମୁଣ୍ଡ ମୁଣ୍ଡବିହୀନ ମୃତଦେହ ଉଦ୍ଧାର କରାଯାଇଛି। ସୁନ୍ଧିମୁଣ୍ଡାରେ ଏକ ନାଳ ନିକଟରୁ ବାଲିରେ ପୋତା ଯାଇଥିବା ଅବସ୍ଥାରେ ମୃତଦେହକୁ ଉଦ୍ଧାର କରାଯାଇଛି।

ମୃତକଙ୍କ ନାଁ ଘନଶ୍ୟାନ ରଣା। ତାଙ୍କୁ ୯ ବର୍ଷ ବୟସ।

ଗତ ୧୩ ତାରିଖରୁ ଘନଶ୍ୟାନ ନିଖୋଜ ଥିଲେ। ଏନେଇ ପରିବାର ଲୋକେ ଥାନାରେ ମଧ୍ୟ ଅଭିଯୋଗ କରିଥିଲେ।

ମୁଣ୍ଡବିହୀନ ଶବଟି ଘନଶ୍ୟାମଙ୍କର ବୋଲି ତାଙ୍କ ପରିବାର ଲୋକେ ଚିହ୍ନଟ କରିଛନ୍ତି।

ପୁଲିସ୍‌ ଘଟଣାର ତଦନ୍ତ କରୁଛି।



from OTV Khabar https://ift.tt/2OWSCHl
ନାବାଳକର ମୁଣ୍ଡବିହୀନ ମୃତଦେହ ଉଦ୍ଧାର OTV KHABAR BUREAU ନାବାଳକର ମୁଣ୍ଡବିହୀନ ମୃତଦେହ ଉଦ୍ଧାର OTV KHABAR BUREAU Reviewed by SUBHENDU BARAL on October 16, 2018 Rating: 5

No comments:

Powered by Blogger.