
ଭୁବନେଶ୍ୱର: ସିବିଆଇ ବ୍ୟାପାରରେ କେନ୍ଦ୍ରର ହସ୍ତକ୍ଷେପକୁ ବିରୋଧ କରିଛି କଂଗ୍ରେସ। ଏହାର ପ୍ରତିବାଦରେ ଦେଶବ୍ୟାପୀ ସିବିଆଇ ଅଫିସ୍ ଆଗରେ ଧାରଣା ଦେଇଛି ଦଳ।
ସିବିଆଇ ନିର୍ଦ୍ଦେଶକଙ୍କ କାର୍ଯ୍ୟରେ ହସ୍ତକ୍ଷେପ ବେଆଇନ କହିବା ସହିତ ସିବିଆଇର ନିରପେକ୍ଷତାକୁ କବର ଦେବା ପାଇଁ ଏହା ପ୍ରଧାନମନ୍ତ୍ରୀଙ୍କ ଉଦ୍ୟମ ବୋଲି କଂଗ୍ରେସ ଅଭିଯୋଗ କରିଛି।
ଏ ନେଇ କଂଗ୍ରେସ ସଭାପତି ରାହୁଲ ଗାନ୍ଧିଙ୍କ ନେତୃତ୍ୱରେ କଂଗ୍ରେସ ପକ୍ଷରୁ ସିବିଆଇ ମୁଖ୍ୟ କାର୍ଯ୍ୟାଳୟ ଆଗରେ ଧାରଣା ଦିଆଯାଇଛି। ଏଥିସହ ବିଭିନ୍ନ ରାଜ୍ୟରେ ଥିବା ସିବିଆଇ ମୁଖ୍ୟାଳୟ ଆଗରେ ମଧ୍ୟ କଂଗ୍ରେସ ପକ୍ଷରୁ ଧାରଣା ଦିଆଯାଇଛି। ଦିଲ୍ଲୀରେ ରାହୁଲ ଗାନ୍ଧିଙ୍କ ସମେତ ଅନେକ କଂଗ୍ରେସ ନେତାଙ୍କୁ ଗିରଫ କରାଯାଇଛି।
from OTV Khabar https://ift.tt/2Plpzxi
ସିବିଆଇ ବ୍ୟାପାରରେ କେନ୍ଦ୍ରର ହସ୍ତକ୍ଷେପ ବିରୋଧରେ କଂଗ୍ରେସର ଦେଶବ୍ୟାପୀ ବିକ୍ଷୋଭ OTV KHABAR BUREAU
Reviewed by SUBHENDU BARAL
on
October 26, 2018
Rating:
No comments: