ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ OTV KHABAR BUREAU

minor girl rape

ରାଉରକେଲା: ରାଉରକେଲାର ବେଦବ୍ୟାସ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଗଣଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ ତାଙ୍କୁ ରାଉରକେଲା ଆଇଜିଏଚ୍‌ରେ ଭର୍ତ୍ତି କରାଯାଇଛି।

ସଂପୃକ୍ତ ନାବାଳିକା ଦୁଇ ଦିନ ହେଲା ନିଖୋଜ ଥିଲେ।

ଏକ ସ୍କୁଲ୍‌ ପଛ ବୁଦା ମୂଳରୁ ମୁମୂର୍ଷୁ ଅବସ୍ଥାରେ ତାଙ୍କୁ ଉଦ୍ଧାର କରାଯାଇଥିଲା।

ଏହି ଘଟଣାରେ ବ୍ରାହ୍ମଣୀତରଙ୍ଗ ଥାନା ପୁଲିସ୍ ୩ ଜଣଙ୍କୁ ଗିରଫ କରିଛି।



from OTV Khabar https://ift.tt/2PAAX5h
ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ OTV KHABAR BUREAU ନାବାଳିକାଙ୍କୁ ଗଣଦୁଷ୍କର୍ମ ଅଭିଯୋଗ OTV KHABAR BUREAU Reviewed by SUBHENDU BARAL on October 16, 2018 Rating: 5

No comments:

Powered by Blogger.