ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌; ୧୦ ଆହତ OTV KHABAR BUREAU

ଜଳେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ନିକଟସ୍ଥ ରାଇବଣିଆରେ ଏକ ଯାତ୍ରୀବାହୀ ବସ୍ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୧୦ଜଣ ଆହତ ହୋଇଛନ୍ତି। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି।

ସୂଚନା ଅନୁସାରେ, ବସ୍‌ଟି ଭୁବନେଶ୍ୱରରୁ ଉଲୁମରା ଯାଉଥିବା ବେଳେ ଭାରସାମ୍ୟ ହରାଇ ଏକ ବିଲକୁ ଓଲଟି ପଡ଼ିଥିଲା। ଆହତ ଯାତ୍ରୀଙ୍କୁ ହାତୀଗଡ଼ ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି।



from OTV Khabar https://ift.tt/2NVXrw0
ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌; ୧୦ ଆହତ OTV KHABAR BUREAU ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌; ୧୦ ଆହତ OTV KHABAR BUREAU Reviewed by SUBHENDU BARAL on October 22, 2018 Rating: 5

No comments:

Powered by Blogger.