
ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ର ବଙ୍ଗୋପସାଗରରେ ସୃଷ୍ଟି ଘୂର୍ଣ୍ଣିବଳୟ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ। ଫଳରେ ଏହାର ପ୍ରଭାବରେ ଉପକୂଳରେ ଆସନ୍ତା କାଲିଠୁ ୩୦ ଯାଏ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।
ଜଗତସିଂହପୁର ଓ କେନ୍ଦ୍ରାପଡ଼ାରେ ଅଧିକ ବର୍ଷା ହେବାର ସମ୍ଭାବନା ରହିଛି।
ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ବାରଣ କରାଯାଇଛି।
from OTV Khabar https://ift.tt/2D6Tfsd
ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେବ ଘୂର୍ଣ୍ଣିବଳୟ; କାଲିଠୁ ବର୍ଷା ସମ୍ଭାବନା Rajalaxmi Sahoo
Reviewed by SUBHENDU BARAL
on
October 27, 2018
Rating:
No comments: