ଗଜଲକ୍ଷ୍ମୀ ପୂଜାକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ସହର Rosalin Rath

ଢେଙ୍କାନାଳ: ଗଜଲକ୍ଷ୍ମୀ ପୂଜାପାଇଁ ଢେଙ୍କାନାଳ ସହରରେ ବ୍ୟାପକ ପ୍ରସ୍ତୁତି ଚାଲିଛି। ମା’ ଲକ୍ଷ୍ମୀଙ୍କ ମୂର୍ତ୍ତି ଗୁଡିକରେ କାରିଗରମାନେ ଶେଷ ସ୍ପର୍ଶ ଦେଉଛନ୍ତି।

ଅନ୍ୟପଟେ ବିଭିନ୍ନ ପୂଜାକମିଟି ପକ୍ଷରୁ ତୋରଣ ଓ ଲାଇଟ୍‌ ସାଜସଜା ଚାଲିଛି। ୧୧ ଦିନ ଧରି ପାଳିତ ହେବାକୁ ଥିବା ଏହି ଉତ୍ସବ ପାଇଁ ସହରରେ ୪୦ଟି ସ୍ଥାନରେ ମେଢ଼ ନିର୍ମାଣ ଚାଲିଛି।

ଲକ୍ଷାଧିକ ଲୋକଙ୍କ ସମାଗମକୁ ଦୃଷ୍ଟିରେ ରଖି ପୁଲିସ୍‌ ଓ ପ୍ରଶାସନ ପକ୍ଷରୁ ବ୍ୟାପକ ବନ୍ଦୋବସ୍ତ କରିବା ସହିତ ଶାନ୍ତି କମିଟି ଗଠନ କରାଯାଇଛି।



from OTV Khabar https://ift.tt/2OCtPJf
ଗଜଲକ୍ଷ୍ମୀ ପୂଜାକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ସହର Rosalin Rath ଗଜଲକ୍ଷ୍ମୀ ପୂଜାକୁ ନେଇ ଚଳଚଞ୍ଚଳ ଢେଙ୍କାନାଳ ସହର Rosalin Rath Reviewed by SUBHENDU BARAL on October 22, 2018 Rating: 5

No comments:

Powered by Blogger.