ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ Rosalin Rath

ନୟାଗଡ଼: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ। ନୟାଗଡ଼ ଜିଲ୍ଲା ନୂଆଗାଁ ଥାନା ଅନ୍ତର୍ଗତ ଖାଲମଡ଼ା ଗାଁରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତ ଚାଷୀଙ୍କ ନାଁ ନିରଞ୍ଜନ ପ୍ରଧାନ।

ସକାଳେ ନିରଞ୍ଜନ ବିଲକୁ ଯାଉଥିବା ବେଳେ ତଳେ ଛିଣ୍ଡି ପଡ଼ିଥିବା ବିଦ୍ୟୁତ ତାର ସଂସ୍ପର୍ଶରେ ଆସିଥିଲେ। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ହୋଇଥିଲା।

ବିଦ୍ୟୁତ୍‌ ବିଭାଗର ଅବହେଳା କାରଣରୁ ଏହି ଘଟଣା ଘଟିଲା ବୋଲି ସ୍ଥାନୀୟ ଲୋକେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ ଗାଁରେ ଉତ୍ତେଜନା ଲାଗି ରହିଛି।



from OTV Khabar https://ift.tt/2qjQVG5
ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ Rosalin Rath ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଚାଷୀଙ୍କ ମୃତ୍ୟୁ Rosalin Rath Reviewed by SUBHENDU BARAL on October 26, 2018 Rating: 5

No comments:

Powered by Blogger.