
ଟିଟିଲାଗଡ଼: ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବିରେ ଟିଟିଲାଗଡ଼ ଜିଲ୍ଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଟିଟିଲାଗଡ଼ ବନ୍ଦ ଡାକରା ଦିଆଯାଇଛି।
ସକାଳ ୬ଟାରୁ ସାଢ଼େ ୬ଟା ଯାଏ ସହରରେ ବନ୍ଦ ପାଳନ ହେଉଛି। ଏଥିରେ ବିଭିନ୍ନ ସଂଗଠନ ସାମିଲ ହୋଇଛନ୍ତି।
ଫଳରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। କ୍ରିୟାନୁଷ୍ଠାନ କମିଟି ସଦସ୍ୟ ସରକାରୀ ଓ ବେସରକାରୀ ଅନୁଷ୍ଠାନ ବନ୍ଦ ରଖିଛନ୍ତି।
from OTV Khabar https://ift.tt/2CG3Wkk
ଟିଟିଲାଗଡ଼କୁ ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ଡାକରା Rosalin Rath
Reviewed by SUBHENDU BARAL
on
October 26, 2018
Rating:
No comments: