
ଭୁବନେଶ୍ୱର: ଆସନ୍ତା ଜାନୁଆରୀ ୧୬ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବଲାଙ୍ଗିର ଗସ୍ତରେ ଆସିବେ । ବଲାଙ୍ଗିରରେ ହେବାକୁ ଥିବା ସ୍ୱାଭିମାନ ସମାବେଶରେ ସେ ଯୋଗଦେବେ। ପ୍ରଧାନମନ୍ତ୍ରୀଙ୍କ ଗସ୍ତ ନେଇ ସୂଚନା ଦେଇଛନ୍ତି ବିଜେପି ରାଜ୍ୟ ସାଧାରଣ ସଂପାଦକ ପୃଥ୍ୱୀରାଜ ହରିଚନ୍ଦନ। ଏହାପୂର୍ବରୁ ଆସନ୍ତା ଜାନୁଆରୀ ୫ ତାରିଖରେ ପ୍ରଧାନମନ୍ତ୍ରୀଙ୍କ ବାରିପଦା ଗସ୍ତ କାର୍ଯ୍ୟକ୍ରମ ରହିଛି।
ତେବେ ଗତ ୨୪ତାରିଖରେ IIT ଭୁବନେଶ୍ୱର ନୂଆ କ୍ୟାମ୍ପସ ଉଦ୍ଘାଟନ ଅବସରରେ ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିଥିଲେ। ଏହି ଅବସରରେ ସେ ବିଭିନ୍ନ ପ୍ରକଳ୍ପ ଓ ଯୋଜନାର ଶିଳାନ୍ୟାସ ଓ ଉଦ୍ଘାଟନ କରିଥିଲେ।
from OTV Khabar http://bit.ly/2Aig7C8
ବଲାଙ୍ଗିର ଆସିବେ ମୋଦି OTV KHABAR BUREAU
Reviewed by SUBHENDU BARAL
on
December 28, 2018
Rating:
No comments: