‘ଶ୍ରୀମନ୍ଦିର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାରଙ୍କର’ : ଗଜପତି ମହାରାଜା Pradesh Pratyush

ପୁରୀ : ପୁରୀ ଶ୍ରୀମନ୍ଦିରରେ ନୀତିକାନ୍ତି ନେଇ ଗତକାଲିର ବିଭ୍ରାଟ ପରେ ପ୍ରତିକ୍ରିୟା ରଖିଛନ୍ତି ପୁରୀ ଗଜପତି ମହାରାଜ।। ସେ କହିଛନ୍ତି ଶ୍ରୀମନ୍ଦିର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାରଙ୍କର। ୧୯୬୦ମସିହା ଠାରୁ ଏହି ଦାୟିତ୍ୱ ଗଜପତିଙ୍କ ଠାରୁ ନିଆଯାଇଛି।

ଗଜପତିଙ୍କ ସମୟରେ ସେବା ଓ ରାଜକାର୍ଯ୍ୟ ଶୀର୍ଷରେ ଥିଲା। ଗଜପତି ନିଜେ ମହାପ୍ରଭୁଙ୍କ ସେବାରେ ସମର୍ପିତ ଥିଲେ। ସେହି ପରମ୍ପରାକୁ ଏବେ ସ୍ମରଣ କରିବା ବାଞ୍ଛନୀୟ ବୋଲି କହିଛନ୍ତି ପୁରୀ ଗଜପତି ମହାରାଜ ଦିବ୍ୟସିଂହ ଦେବ।



from OTV Khabar http://bit.ly/2Vhw8kz
‘ଶ୍ରୀମନ୍ଦିର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାରଙ୍କର’ : ଗଜପତି ମହାରାଜା Pradesh Pratyush ‘ଶ୍ରୀମନ୍ଦିର ପରିଚାଳନା ଦାୟିତ୍ୱ ରାଜ୍ୟ ସରକାରଙ୍କର’ : ଗଜପତି ମହାରାଜା Pradesh Pratyush Reviewed by SUBHENDU BARAL on December 29, 2018 Rating: 5

No comments:

Powered by Blogger.