ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ Pradesh Pratyush

କୋଣାର୍କ  : ଓଡ଼ିଶା ଗସ୍ତରେ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ। ଆଜି ଶିବରାଜ କୋଣାର୍କ ସୂର୍ଯ୍ୟ ମନ୍ଦିର ବୁଲି ଦେଖିଛନ୍ତି। ଶିବରାଜ ନିଜ ସପରିବାର ମନ୍ଦିର ବୁଲିଛନ୍ତି। ଏହି ଅବସରରେ ସ୍ଥାନୀୟ ଗାଇଡ୍‌ ତାଙ୍କୁ ମନ୍ଦିରର ମାହାତ୍ମ ଏବଂ କାରୁକାର୍ଯ୍ୟ ସମ୍ପର୍କରେ ଅବଗତ କରିଥିଲେ।

ମନ୍ଦିର ପରିଦର୍ଶନ ବେଳେ ଶିବରାଜଙ୍କୁ ଦେଖିବାକୁ ପର୍ଯ୍ୟଟକ ଏବଂ ସ୍ଥାନୀୟଲୋକଙ୍କ ପ୍ରବଳ ଭିଡ଼ ଜମିଥିଲା। ଲୋକେ ଶିବରାଜଙ୍କ ସହ ସେଲ୍‌ଫି ନେବାକୁ ଅପେକ୍ଷା କରି ରହିଥିବା ଦେଖିବାକୁ ମିଳିଛି। ଶିବରାଜଙ୍କ ଗସ୍ତକୁ ଦୃଷ୍ଟିରେ ରଖି କୋଣାର୍କରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।



from OTV Khabar http://bit.ly/2LE5yxM
ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ Pradesh Pratyush ସୂର୍ଯ୍ୟ ମନ୍ଦିର ବୁଲି ଦେଖିଲେ ମଧ୍ୟ ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନ Pradesh Pratyush Reviewed by SUBHENDU BARAL on December 28, 2018 Rating: 5

No comments:

Powered by Blogger.