
ବାଲେଶ୍ୱର: ଶିକ୍ଷକଙ୍କ ବଦଳି ଆଦେଶକୁ ପ୍ରତ୍ୟାହାର କରିବା ଦାବିରେ ଛାତ୍ରୀମାନେ ରାସ୍ତାରୋକ କରିଛନ୍ତି। ବାଲେଶ୍ୱର ରେମୁଣା ବାଳିକା ଉଚ୍ଚ ବିଦ୍ୟାଳୟରେ ଏହି ଘଟଣା ଘଟିଛି।
ଛାତ୍ରୀମାନେ ସ୍କୁଲରେ ତାଲା ପକାଇ ରାସ୍ତାରେ ବସିଛନ୍ତି। ଖନ୍ତାପଡ଼ା ବାଳିକା ଉଚ୍ଚ ବିଦ୍ୟାଳୟକୁ ବଦଳି ହୋଇଥିବା ଶିକ୍ଷକ ରାମଚନ୍ଦ୍ର ସ୍ୱାଇଁଙ୍କ ବଦଳି ଆଦେଶ ପ୍ରତ୍ୟାହାର କରିବା ସେମାନଙ୍କ ଦାବି ରହିଛି।
ପୁଲିସ୍ ସ୍କୁଲ୍ରେ ପହଞ୍ଚି ଛାତ୍ରୀମାନଙ୍କୁ ବୁଝାସୁଝା କରିଛି।
from OTV Khabar http://bit.ly/2MFY25Z
ଶିକ୍ଷକଙ୍କ ବଦଳି ଆଦେଶ ପ୍ରତ୍ୟାହାର ଦାବିରେ ଛାତ୍ରୀଙ୍କ ରାସ୍ତାରୋକ Rosalin Rath
Reviewed by SUBHENDU BARAL
on
January 31, 2019
Rating:
No comments: