ରାଜନଗର ବିଧାନସଭା ପ୍ରାର୍ଥୀ ଧ୍ରୁବ ସାହୁଙ୍କୁ ବିରୋଧ Pradesh Pratyush

ଭୁବନେଶ୍ୱର : ଟିକଟ ବଣ୍ଟନକୁ ନେଇ ବିଜେଡିରେ ତେଜିବାରେ ଲାଗିଛି ଅସନ୍ତୋଷ। ରାଜନଗର ବିଧାନସଭା ପ୍ରାର୍ଥୀ ଧ୍ରୁବ ସାହୁଙ୍କୁ ବିରୋଧ। ଗୋଟିଏ ପଟେ ଧ୍ରୁବ ସାହୁ ନବୀନ ନିବାସରୁ ଟିକେଟ ନେଇ ଯାଉଥିବାବେଳେ ଅନ୍ୟପଟେ ନବୀନ ନିବାସ ଆଗରେ କିଛି ବିରୋଧି ଗୋଷ୍ଠୀ ତାଙ୍କୁ ବିରୋଧ କରିଛନ୍ତି।

ଧ୍ରୁବ ସାହୁଙ୍କ ବିରୋଧରେ ନାରାବାଜି ଦେବା ସହ ରାଜନଗରରେ ପ୍ରାର୍ଥୀ ପରିବର୍ତ୍ତନ ପାଇଁ ସେମାନେ ଦାବି କରିଛନ୍ତି। ଧ୍ରୁବ ସାହୁଙ୍କୁ ଯଦି ପରିବର୍ତ୍ତନ କରାନଯାଏ, ତେବେ କେନ୍ଦ୍ରାପଡ଼ା ବିଜେଡି ସାଂସଦ ପ୍ରାର୍ଥୀ ଅନୁଭବ ମହାନ୍ତିଙ୍କୁ ମଧ୍ୟ ବିରୋଧ କରାଯିବ ବୋଲି ଧ୍ରୁବ ସାହୁଙ୍କ ବିରୋଧି କହିଛନ୍ତି।



from OTV Khabar https://ift.tt/2FB4gkm
ରାଜନଗର ବିଧାନସଭା ପ୍ରାର୍ଥୀ ଧ୍ରୁବ ସାହୁଙ୍କୁ ବିରୋଧ Pradesh Pratyush ରାଜନଗର ବିଧାନସଭା ପ୍ରାର୍ଥୀ ଧ୍ରୁବ ସାହୁଙ୍କୁ ବିରୋଧ Pradesh Pratyush Reviewed by SUBHENDU BARAL on March 30, 2019 Rating: 5

No comments:

Powered by Blogger.