
କନକ ବ୍ୟୁରୋ: ରାଜ୍ୟର ୫ଟି ଜିଲ୍ଲାକୁ ଘଡଘଡି ସହ ବର୍ଷା ହେବା ନେଇ ଆଗୁଆ ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ରାତି ୮ଟା ମଧ୍ୟରେ ରାଜ୍ୟର ୫ଟି ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ପୂର୍ବାନୁମାନ କରି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ । ଏହାସହ କାଳବୈଶାଖୀର ଆଶଙ୍କା ରହିଥିବା କହିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ତେବେ ଏହି ଜିଲ୍ଲାଗୁଡ଼ିକ ମଧ୍ୟରେ ରହିଛି- ରାୟଗଡ଼ା, ନବରଙ୍ଗପୁର, କଳାହାଣ୍ଡି, ମୟୁରଭଞ୍ଜ ଓ କେନ୍ଦୁଝର ଭଳି ଜିଲ୍ଲାକୁ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ କେନ୍ଦ୍ର ।

from Kanak News http://bit.ly/2YOxIv8 http://bit.ly/2HHab9G
No comments: