ଭୁବନେଶ୍ୱର: ଲୋକପ୍ରିୟ ସଂଗୀତଜ୍ଞ ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀ ପ୍ରବୀଣା ମହାନ୍ତିଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୪ ବର୍ଷ ବୟସ ହୋଇଥିଲା।
ଗତକାଲି ରାତିରେ ପ୍ରବୀଣା ବିବାହ ଉତ୍ସବରେ ଯୋଗ ଦେବାକୁ ଯାଇଥିଲେ। ସେଠାରେ ସେ ଛାତିରେ ଯନ୍ତ୍ରଣା ଅନୁଭବ କରିଥିଲେ। ତାଙ୍କୁ ହସ୍ପିଟାଲ ନିଆଯାଉଥିବା ବେଳେ ବାଟରେ ତାଙ୍କର ମୃତ୍ୟୁ ହୋଇଥିଲା। ତାଙ୍କ ମରଶରୀରକୁ କଟକ ଶେଖବଜାର ସ୍ଥିତ ତାଙ୍କ ବାସଭବନକୁ ଅଣାଯାଇଛି।
from OTV Khabar http://bit.ly/2EXWBgH
ସ୍ୱର୍ଗତ ଅକ୍ଷୟ ମହାନ୍ତିଙ୍କ ପତ୍ନୀଙ୍କ ପରଲୋକ Rajalaxmi Sahoo
Reviewed by SUBHENDU BARAL
on
May 31, 2019
Rating:
No comments: