ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ

ବରଗଡ ୧୨|୬: ଭିଜିଲାନ୍ସ ଜାଲରେ ବରଗଡ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଟଙ୍କଧର ମେହେର । ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି । ଟଙ୍କଧରଙ୍କ ବରଗଡ ସ୍ଥିତ କାର୍ଯ୍ୟାଳୟ, ବାସଭବନ ସମେତ ୫ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି ।



from News7 http://bit.ly/2R5UvjB
ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ ଭିଜିଲାନ୍ସ ଜାଲରେ ଜଳସେଚନ ବିଭାଗ ସହକାରୀ ଯନ୍ତ୍ରୀ Reviewed by SUBHENDU BARAL on June 11, 2019 Rating: 5

No comments:

Powered by Blogger.