ଭୁବନେଶ୍ବର ୧୩|୬: ରାଜ୍ୟର ୨୦ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ସକାଳ ୮ଟାରୁ ଦିନ ୧୧ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୦ଟି ଜିଲ୍ଲା ହେଲା ସୁନ୍ଦରଗଡ, ମୟୁରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଢେଙ୍କାନାଳ, ଅନୁଗୋଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ଖୋର୍ଦ୍ଧା, କଟକ, ବଲାଙ୍ଗିର, ନୂଆପଡା, କୋରାପୁଟ, ଗଞ୍ଜାମ, ଗଜପତି, କନ୍ଧମାଳ, ପୁରୀ, ନୟାଗଡ ।
from News7 http://bit.ly/2Kfpb11
ରାଜ୍ୟର ୨୦ଟି ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି
Reviewed by SUBHENDU BARAL
on
June 12, 2019
Rating:
No comments: