ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ, ଘଡଘଡି ସହ ବର୍ଷା

ଭୁବନେଶ୍ବର ୧୪|୬: ରାଜ୍ୟର ୧୩ ଜିଲ୍ଲା ପାଇଁ କାଳବୈଶାଖୀ ସତର୍କତା ଜାରି କରାଯାଇଛି । ସକାଳ ୭ଟା ୪୫ରୁ ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ । ୧୩ ଜିଲ୍ଲା ହେଲା ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ସମ୍ବଲପୁର, ନୂଆପଡା, ବଲାଙ୍ଗିର, ନବରଙ୍ଗପୁର, କଳାହାଣ୍ଡି, ସୋନପୁର, ବୌଦ୍ଧ । ଏହି ସବୁ ଜିଲ୍ଲାରେ ଘଡଘଡି ସହ ବର୍ଷା ସମ୍ଭାବନା ରହିଛି ।



from News7 http://bit.ly/2XgoJpk
ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ, ଘଡଘଡି ସହ ବର୍ଷା ରାଜ୍ୟର ୧୩ଟି ଜିଲ୍ଲାରେ କାଳବୈଶାଖୀ, ଘଡଘଡି ସହ ବର୍ଷା Reviewed by SUBHENDU BARAL on June 13, 2019 Rating: 5

No comments:

Powered by Blogger.