ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର

ରାଇରଙ୍ଗପୁର ୧୨|୬: ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଏଭଳି ଘଟଣା ଘଟିଛି ଗୋରୁମହିଷାଣି ଥାନା କୁଲେଇଶିଳା ବଜାରରେ । ମୃତ ଯୁବକ ହେଲେ ଭାଟିଆ ଓରଫ ରାଜକୁମାର ଯୋଶୀ । ତେବେ ପାରିବାରିକ ଅଶାନ୍ତି ଯୋଗୁଁ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।



from News7 http://bit.ly/2MJRVBc
ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ଉଦ୍ଧାର Reviewed by SUBHENDU BARAL on June 11, 2019 Rating: 5

No comments:

Powered by Blogger.