ଭୁବନେଶ୍ୱର: ଆଜି ରାଜ୍ୟର କିଛି ସ୍ଥାନରେ ଧୂଳିଝଡ଼ ଓ ବର୍ଷା ହେବ। ଏପରିକି ବଜ୍ରପାତ ହେବାର ମଧ୍ୟ ସମ୍ଭାବନା ରହିଛି। ଏଥିପାଇଁ୨୪ଟି ଜିଲ୍ଲାକୁ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, ମୟୂରଭଞ୍ଜ, ସମ୍ବଲପୁର, ନୂଆପଡ଼ା, ବଲାଙ୍ଗିର, ବରଗଡ଼,ଜଗତସିଂହପୁର, କଟକ, ନୟାଗଡ଼, ଗଞ୍ଜାମ, ଗଜପତି, ବୌଦ୍ଧ, କନ୍ଧମାଳ, ବରଗଡ଼, ବାଲେଶ୍ୱର, ପୁରୀ, ଝାରସୁଗୁଡ଼ା,କେନ୍ଦୁଝର, ଢେଙ୍କାନାଳ, ଅନୁଗୁଳ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଖୋର୍ଦ୍ଧା। ଆଜି ସକାଳ ୮ଟା ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
from OTV Khabar. http://bit.ly/2WDbjiW
ଏହି ସବୁ ଜିଲ୍ଲାରେ ହୋଇପାରେ ଧୂଳିଝଡ଼ ଓ ବର୍ଷା, ସତର୍କ କଲା ପାଣିପାଗ ବିଭାଗ Rajalaxmi Sahoo
Reviewed by SUBHENDU BARAL
on
June 12, 2019
Rating:
No comments: