ଏହିସବୁ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା Rajalaxmi Sahoo

ଭୁବନେଶ୍ୱର: ଆଜି ରାଜ୍ୟର କିଛି ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ହୋଇପାରେ। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଉଛି  ନୂଆପଡ଼ା, ନବରଙ୍ଗପୁର ଓ କଳାହାଣ୍ଡି। ଆଜି ସକାଳ ୧୦ଟା ୪୫ ପର୍ଯ୍ୟନ୍ତ ସତର୍କ ରହିବାକୁ ଏହି ସବୁ ଜିଲ୍ଲା ଗୁଡ଼ିକୁ ପରାମର୍ଶ ଦିଆଯାଇଛି।

ସୂଚନାଯୋଗ୍ୟ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟ ଘୂର୍ଣ୍ଣିବଳୟ ଯୋଗୁ ରାଜ୍ୟରେ କୋହଲା ପାଗ ରହିଛି। ଉପକୂଳ ଓଡ଼ିଶା ସମେତ ରାଜ୍ୟର ଅନ୍ୟ କିଛି ଜିଲ୍ଲାରେ ପାଗ କୋହଲା ରହିବ। ଏଥିସହିତ ସ୍ୱଳ୍ପ ବର୍ଷା ହେବାର ଆଶଙ୍କା ରହିଥିବା ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।



from OTV Khabar. http://bit.ly/2IqhYb5
ଏହିସବୁ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା Rajalaxmi Sahoo ଏହିସବୁ ଜିଲ୍ଲାରେ ଝଡ଼ବର୍ଷା ଓ ବଜ୍ରପାତ ସମ୍ଭାବନା Rajalaxmi Sahoo Reviewed by SUBHENDU BARAL on June 07, 2019 Rating: 5

No comments:

Powered by Blogger.