ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ଡ୍ରାଇଭର ଫେରାର

କରଞ୍ଜିଆ ୩୦|୭: ମୟୁରଭଞ୍ଜ ଜିଲ୍ଲା କରଞ୍ଜିଆରେ ସଡକ ଦୁର୍ଘଟଣା । ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ । ୪୯ ନମ୍ବର ଜାତୀୟ ରାଜପଥ ଟଙ୍ଗାବିଲା ନିକଟରେ ସଡକ ଦୁର୍ଘଟଣା ହୋଇଛି । ଦୁର୍ଘଟଣାସ୍ଥଳରୁ ଡ୍ରାଇଭର ଫେରାର ହୋଇଯାଇଛି । ଯଶିପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।



from Prameya News7 https://ift.tt/2yl8pFS
ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ଡ୍ରାଇଭର ଫେରାର ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ, ଡ୍ରାଇଭର ଫେରାର Reviewed by SUBHENDU BARAL on July 29, 2019 Rating: 5

No comments:

Powered by Blogger.