କମିଛି ମୌସୁମୀ ବର୍ଷା Rajalaxmi Sahoo

ନୂଆଦିଲ୍ଲୀ/ଭୁବନେଶ୍ୱର: ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ, ଦେଶର ୧୫ଟି ସ୍ଥାନରେ ସ୍ୱାଭାବିକ ବର୍ଷା ହୋଇଥିବା ବେଳେ ୨୧ଟି ସ୍ଥାନରେ ବର୍ଷାର ଅଭାବ ପରିଲକ୍ଷିତ ହୋଇଛି।  ସୌରାଷ୍ଟ୍ର ଓ କଚ୍ଛରେ ସ୍ୱାଭାବିକ ଠାରୁ ୫୮ ପ୍ରତିଶତ କମ୍ ବର୍ଷା ହୋଇଥିବା ବେଳେ ଲାକ୍ଷାଦ୍ୱୀପରେ ସ୍ୱାଭାବିକ ଠାରୁ ୧୭ ପ୍ରତିଶତ ଅଧିକ ବର୍ଷା ହୋଇଛି।

ପାଣିପାଗ ବିଭାଗର ସୂଚନା ଅନୁସାରେ ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ୩୧ ପ୍ରତିଶତ କମ୍ ରହିଛି।



from OTV Khabar. https://ift.tt/32J29pn
କମିଛି ମୌସୁମୀ ବର୍ଷା Rajalaxmi Sahoo କମିଛି ମୌସୁମୀ ବର୍ଷା Rajalaxmi Sahoo Reviewed by SUBHENDU BARAL on July 22, 2019 Rating: 5

No comments:

Powered by Blogger.