ମେଷ – ଆଶାବାଦୀ ହୋଇପାରନ୍ତି । ଭାଗ୍ୟଶାଳୀ ହେବେ । ଦିନଟି ଭୋଗ-ବିଳାସରେ ଅତିବାହିତ ହେବ । ସୁଖସମୃଦ୍ଧିପୂର୍ଣ୍ଣ ଜୀବନ ଯାପନ କରିବେ । ଧର୍ମାତ୍ମା ପ୍ରବାସପ୍ରିୟ, ବିଦ୍ୱାନ,ସାହସୀ ଓ ସମ୍ପିବାନ୍ ହେବେ । ପ୍ରବଳ ଉଦ୍ୟୋଗୀ ହେବେ ।
ବୃଷ – କର୍ମକ୍ଷେତ୍ରରେ ଉତ୍ସାହ ବୃଦ୍ଧି ପାଇବ । ଉଚ୍ଚ ଆଶା ଫଳବତୀ ହେବ । ଈର୍ଷା ପରାୟଣ ହୋଇପାରନ୍ତି । ସ୍ୱାଭିମାନୀ ହେବେ । ଶାରିରୀକ ଦୁର୍ବଳତା ଅନୁଭବ କରିପାରନ୍ତି । ସହଯୋଗୀ ବ୍ୟବସାୟ ଲାଭଜନକ ହେବ । ସତର୍କତାର ଦିନ ।
ମିଥୁନ – ଆଶା ପୂରଣ ହେବ । ବନ୍ଧୁ ମିଳନ ଦ୍ୱାରା ବିଶେଷ ଉପକୃତ ହେବେ । ବ୍ୟବସାୟ ଲାଭଜନକ ହେବ । ସମାଜସେବୀ ହୋଇପାରନ୍ତି । ଶାନ୍ତ ଓ ଧୈର୍ଯ୍ୟବାନ୍ ହେବେ । ପତ୍ନୀଙ୍କ ପରାମର୍ଶରେ ଚାଲିଲେ ବିଶେଷ ଉପକୃତ ହେବେ ।
କର୍କଟ – ଚିନ୍ତାଗ୍ରସ୍ତ ହୋଇପାରନ୍ତି । ଶତ୍ରୁ ଉପରେ ଦୃଷ୍ଟି ରଖିବାକୁ ପଡିବ । ଭାଇମାନଙ୍କ ଉପରେ ସ୍ନେହଭାବ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିପାରନ୍ତି । ଶତ୍ରୁହନ୍ତା ହେବେ । ଚାକିରି କ୍ଷେତ୍ରରେ ଉଚ୍ଚ ର୍କୃପକ୍ଷଙ୍କ ଶ୍ରଦ୍ଧାଭାଜନ ହେବେ ।
ସିଂହ – ବିଚାର ଆଲୋଚନା ମାଧ୍ୟମରେ କାର୍ଯ୍ୟ ପ୍ରଦର୍ଶନ କରିପାରନ୍ତି । ଦାନ-ଧର୍ମକୁ ଶ୍ରେଷ୍ଠ ମଣିବେ । ଶୋଭନ ବ୍ୟକ୍ତିତ୍ୱ ପାଇଁ ଲୋକାଦୃତ ହେବେ । ସ୍ୱାସ୍ତ୍ୟ ଭଲ ରହିବ । କୃଷିକର୍ମକାରୀ ହୋଇପାରନ୍ତି । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
କନ୍ୟା – କଳହ ଠାରୁ ଦୂରେଇ ରହି ଉଦାର ସ୍ୱଭାବ ପ୍ରଦର୍ଶନ କରିପାରନ୍ତି । ଦାନ-ଧର୍ମକୁ ଶ୍ରେଷ୍ଠ ମଣିବେ । ଶୋଭନ ବ୍ୟକ୍ତିତ୍ୱ ପାଇଁ ଲୋକଦୃତ ହେବେ । ସ୍ୱାସ୍ଥ୍ୟ ଭଲ ରହିବ । କୃଷିକର୍ମକାରୀ ହୋଇପାରନ୍ତି । ଜଳପ୍ରତି ଆଦର ପ୍ରେମୀ ଓ ବୁଦ୍ଧିମାନ୍ ହୋଇପାରନ୍ତି ।
ତୁଳା – ନୂତନ ପରିବେଶରେ କାର୍ଯ୍ୟ କରିପାରନ୍ତି । ଆଶାବାଦୀ ହେବେ । ପରମ ସୌଭାଗ୍ୟଶାଳୀ ହୋଇପାରନ୍ତି । ପରଦେଶବାସୀ, ସହନଶୀଳ, ଶାନ୍ତିପ୍ରିୟ ମଧୁରଭାଷୀ,ଉଦାର ଓ ବିଦ୍ୟାପ୍ରେମୀ ହୋଇପାରନ୍ତି । ମିତ୍ର ସୁଖ ଲାଭ କରିବେ ।
ବିଛା – ମନ ପ୍ରସନ୍ନ ରହିବ । ଆସ୍ତିକ ହେବେ । ମଧୁରଭାଷୀ ହୋଇପାରନ୍ତି । ମେଳାପୀ ପ୍ରକୃତିର ହେବେ । ଥଣ୍ଡା କଫଜନିତ ସାମାନ୍ୟ ପୀଡା ଅନୁଭବ କରିପାରନ୍ତି । ପ୍ରେମୀ ଓ ସାହସୀ ହେବେ । ସାନ ଭାଇମାନଙ୍କ ଠାରୁ ଆଦର ସମ୍ମାନ ମିଳିବ ।
ଧନୁ – ପ୍ରିୟ ବ୍ୟକ୍ତିଙ୍କ ପାଇଁ ଚିନ୍ତିତ ହୋଇପାରନ୍ତି । ଆୟ ଆଶାନୁରୂପ ହେବ । ମିଷ୍ଟାନ୍ନ ଭୋଜନରେ ଆପ୍ୟାୟିତ ହେବେ । ଐଶ୍ୱର୍ଯ୍ୟଯୁକ୍ତ ହୋଇପାରନ୍ତି । ରଣାଙ୍ଗନରେ ପାରଙ୍ଗମ ହେବେ । ମୋକଦ୍ଦମାରେ ବିଜୟୀ ହେବେ ।
ମକର – ଦେବ ଦର୍ଶନର ସୁଯୋଗ ସୃଷ୍ଟି ହୋଇଛି । ସାମୟିକ ଭାବେ ପଥରୋଧର ସମ୍ମୁଖୀନ ହୋଇପାରନ୍ତି । ଚଳ ସ୍ୱଭାବର ହେବେ । ମଧୁର କଥା କହି ପରକୁ ଆପଣାର କରିପାରନ୍ତି । ଖର୍ଚ୍ଚାନ୍ତ ହେବାକୁ ପଡିବ । ଧାର୍ମିକ ପ୍ରବୃିର ହୋଇପାରନ୍ତି ।
କୁମ୍ଭ – ଦେହ ଓ ମନ ଖୁବ୍ ଭଲ ରହିବ । ଆୟ ବୃଦ୍ଧି ପାଇଁ କଷ୍ଟ ସହିବାକୁ ପଡିବ । ଯଶସ୍ୱୀ ହେବେ । ଲୋକପ୍ରିୟତା ଅର୍ଜନ କରିବେ । ଚଳ ପ୍ରକୃତିର ହେବେ । ସରକାରୀ ସ୍ତରରେ ସମ୍ମାନିତ ହେବେ । ଜ୍ୟୋତିଷ ଶାସ୍ତ୍ର ଉପରେ ରୁଚି ରହିବ ।
ମୀନ – ଉତ୍ସବାଦିରେ ଯୋଗଦାନ କରିପାରନ୍ତି । କାର୍ଯ୍ୟ କ୍ଷେତ୍ରରେ ସଫଳତା ମିଳିବ । କୁଳ ଉଜ୍ଜ୍ୱଳକାରୀ ହେବେ । ମନ ପ୍ରସନ୍ନ ରହିବ । ସୁସ୍ଥ ଓ ନିରାମୟ ଜୀବନ ଯାପନ କରିବେ । ବ୍ୟବସାୟ ଲାଭଜନକ ହେବ । ଦୟାଳୁ ସ୍ୱଭାବର ହେବେ ।
from Prameya News7 https://ift.tt/2YQDkJI
No comments: