ଭୁବନେଶ୍ବର ୨୦|୮: ରାଜ୍ୟର ୭ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ସକାଳ ୫ଟା ୩୦ରୁ ୮ଟା ୩୦ ପର୍ଯ୍ୟନ୍ତ ସତର୍କ ରହିବାକୁ ପରାମର୍ଶ ଦେଇଛି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର । ୭ ଜିଲ୍ଲା ହେଲା ଭଦ୍ରକ, କେନ୍ଦ୍ରାପଡା, ଜଗତସିଂହପୁର, ବାଲେଶ୍ବର, ଯାଜପୁର, ନୟାଗଡ ଏବଂ ଗଞ୍ଜାମ । ଏହି ସବୁ ଜିଲ୍ଲାରେ ବିଜୁଳି ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା ରହିଛି ।
from Prameya News7 https://ift.tt/2L8Vk8P
ଏହିସବୁ ଜିଲ୍ଲାରେ ଘଡଘଡି ସହ ପ୍ରବଳ ବର୍ଷା ସମ୍ଭାବନା, ସତର୍କ ସୂଚନା ଜାରି
Reviewed by SUBHENDU BARAL
on
August 19, 2019
Rating:
No comments: