ନୂଆଦିଲ୍ଲୀ: ଆଜି ୭୩ତମ ସ୍ୱାଧୀନତା ଦିବସ ପାଳୁଛି ସାରାଦେଶ। କାଶ୍ମୀର ଠାରୁ କନ୍ୟାକୁମାରୀ ସବୁଠି ସଗର୍ବେ ଉଡ଼ୁଛି ତ୍ରିରଙ୍ଗା। ଦିଲ୍ଲୀ ଲାଲ୍କିଲ୍ଲାରେ ଆଜି ପତାକା ଉତ୍ତୋଳନ ସହ ଦେଶବାସୀଙ୍କୁ ଉଦ୍ବୋଧନ ଦେଉଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
ଆତଙ୍କବାଦୀ ଆକ୍ରମଣ ଆଶଙ୍କା ନେଇ ଗୁଇନ୍ଦା ରିପୋର୍ଟ ମିଳିବା ପରେ ଦିଲ୍ଲୀ, ମୁମ୍ବାଇ ସମେତ ଦେଶର ସମସ୍ତ ପ୍ରମୁଖ ସହରରେ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ସେହିପରି କୌଣସି ଅପ୍ରୀତିକରଣ ଘଟଣା ଏଡ଼ାଇବା ପାଇଁ ଶ୍ରୀନଗର ସମେତ ବିଭିନ୍ନ ସମ୍ବେଦନଶୀଳ ସ୍ଥାନରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି।
from OTV Khabar. https://ift.tt/2Z0wuwE
୭୩ତମ ସ୍ୱାଧୀନତା ଦିବସ ପାଳୁଛି ସାରାଦେଶ OTV KHABAR BUREAU
Reviewed by SUBHENDU BARAL
on
August 14, 2019
Rating:
No comments: