ଝାରସୁଗୁଡ଼ା ( ଭାଗିରଥୀ ସାହୁ) : ଝାରସୁଗୁଡ଼ାରେ ୧୨ ଘଣ୍ଟିଆ ବନ୍ଦ। ମଙ୍ଗଳବଜାରରେ ଥିବା ପୁରୁଣା ଡାକ୍ତରଖାନାକୁ ସିଟି ହସ୍ପିଟାଲରେ ମାନ୍ୟତା ଦାବିରେ ଘାସି ସମାଜ ପକ୍ଷରୁ ବନ୍ଦ ଡ଼ାକରା ଦିଆଯାଇଛି। ଏହି ବନ୍ଦ ଡାକରାରେ ଜିଲ୍ଲାର ଅନ୍ୟାନ୍ୟ ସଂଗଠନ ସାମିଲ ହୋଇଛନ୍ତି।
ଗତ ୨ତାରିଖରେ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଏକ ୯ମାସର ଶିଶୁର ମୃତ୍ୟୁ ପରେ ଆନ୍ଦୋଳନ ତୀବ୍ର ହେବାରେ ଲାଗିଛି। ଚିକିତ୍ସା ଅବହେଳାରୁ ପିଲାଟିର ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଥିଲା।
from OTV Khabar. https://ift.tt/2OCKT2g
ଝାରସୁଗୁଡ଼ାରେ ୧୨ ଘଣ୍ଟିଆ ବନ୍ଦ ଡାକରା Pradesh Pratyush
Reviewed by SUBHENDU BARAL
on
August 02, 2019
Rating:
No comments: