ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା Pradesh Pratyush

ଭୁବନେଶ୍ୱର : ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏଥିପାଇଁ  ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରିଛି।

ଦିନ ୧୦ଟା ୩୦ ଯାଏ ୮ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ  ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଉଛି- ବରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, ସୁନ୍ଦରଗଡ଼, ଅନୁଗୋଳ, ସୋନପୁର, ବୌଦ୍ଧ ଓ ଦେବଗଡ଼।



from OTV Khabar. https://ift.tt/2Zjl0ss
ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା Pradesh Pratyush ଆଜି ରାଜ୍ୟର କିଛି ଜିଲ୍ଲାରେ ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା Pradesh Pratyush Reviewed by SUBHENDU BARAL on August 17, 2019 Rating: 5

No comments:

Powered by Blogger.