ବର୍ଷା ଓ ବଜ୍ରପାତ ନେଇ ୬ଟି ଜିଲ୍ଲାକୁ ସତର୍କ ସୂଚନା Rajalaxmi Sahoo

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ବର୍ଷା ଓ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।

ଏହି ଜିଲ୍ଲା ଗୁଡ଼ିକ ହେଲା- ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ମୟୂରଭଞ୍ଜ, କେନ୍ଦୁଝର ଓ ବାଲେଶ୍ୱର।ଦିନ ୧୦ଟା ୩୦ ଯାଏ ୬ଟି ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।



from OTV Khabar. https://ift.tt/2OR3Puf
ବର୍ଷା ଓ ବଜ୍ରପାତ ନେଇ ୬ଟି ଜିଲ୍ଲାକୁ ସତର୍କ ସୂଚନା Rajalaxmi Sahoo ବର୍ଷା ଓ ବଜ୍ରପାତ ନେଇ ୬ଟି ଜିଲ୍ଲାକୁ ସତର୍କ ସୂଚନା Rajalaxmi Sahoo Reviewed by SUBHENDU BARAL on August 10, 2019 Rating: 5

No comments:

Powered by Blogger.