ସମ୍ବଲପୁର ୨୬।୯: ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ । ବର୍ତ୍ତମାନ ୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୪ଟି ଓ ଡାହାଣ ପାର୍ଶ୍ବରେ ୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୭୦ ହଜାର ୯୯୦ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୭୦ ହଜାର ୯୯୦ କ୍ୟୁସେକ୍ ଜଳ ।
from Prameya News7 https://ift.tt/2lG3DAe
ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍
Reviewed by SUBHENDU BARAL
on
September 25, 2019
Rating:
No comments: