ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ବର ୨୧।୯: ଦାନା ବାନ୍ଧୁଛି ଲଘୁଚାପ । ଆସନ୍ତା ୨୪ ତାରିଖ ବେଳକୁ ବଙ୍ଗୋପସାଗରର ଓଡ଼ିଶା ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ଏହା ଅଧିକ ଘନୀଭୂତ ହୋଇପାରେ । ଏହା ପ୍ରଭାବରେ ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ଅଛି । ରାଜ୍ୟର ବିସ୍ତୃତ ଅଞ୍ଚଳରେ ବର୍ଷା କରାଇବ ସମ୍ଭାବ୍ୟ ଲଘୁଚାପ । ଏଭଳି ପୂର୍ବାନୁମାନ କରିଛନ୍ତି ଶିକ୍ଷା ଓ ଅନୁସନ୍ଧାନ (ସୋଆ) ଡିମ୍‌ ଟୁ ବି ୟୁନିର୍ଭସିଟିର ପରିବେଶ ଓ ଜଳବାୟୁ କେନ୍ଦ୍ର ନିର୍ଦ୍ଦେଶକ ଡକ୍ଟର ଶରତ ଚନ୍ଦ୍ର ସାହୁ ।



from Prameya News7 https://ift.tt/2M3QgTv
ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ, ଆସନ୍ତା ୨୪ରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା Reviewed by SUBHENDU BARAL on September 20, 2019 Rating: 5

No comments:

Powered by Blogger.