ସମ୍ବଲପୁର ୨୭।୯: ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍ ଖୋଲିଲା । ବର୍ତ୍ତମାନ ୧୦ଟି ଗେଟ୍ ଦେଇ ଜଳଭଣ୍ଡାରରୁ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୫ଟି ଓ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୩୦ ଫୁଟ୍ । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୧ ଲକ୍ଷ ୩୬ ହଜାର ୫୬୪ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୧ ଲକ୍ଷ ୩୬ ହଜାର ୫୬୪ କ୍ୟୁସେକ୍ ଜଳ ।
from Prameya News7 https://ift.tt/2nGtBEi
ଖୋଲିଲା ହୀରାକୁଦ ଜଳଭଣ୍ଡାରର ଆଉ ୩ଟି ଗେଟ୍
Reviewed by SUBHENDU BARAL
on
September 26, 2019
Rating:
No comments: