ହୀରାକୁଦ ଅପଡେଟ୍ : ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି

ସମ୍ବଲପୁର ୨।୧୦: ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି । ବାମ ପାର୍ଶ୍ବରେ ୧୧ ଓ ଡାହାଣ ପାର୍ଶ୍ବରେ ୫ଟି ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି । ବର୍ତ୍ତମାନ ଜଳଭଣ୍ଡାରର ଜଳସ୍ତର ୬୨୯.୩୯ ଫୁଟ୍ ରହିଛି । ପ୍ରତି ସେକେଣ୍ଡରେ ଜଳଭଣ୍ଡାର ମଧ୍ୟକୁ ପ୍ରବେଶ କରୁଛି ୨ଲକ୍ଷ ୧୩ ହଜାର ୩୯୨ କ୍ୟୁସେକ୍ ଜଳ । ଜଳଭଣ୍ଡାର ମଧ୍ୟରୁ ନିଷ୍କାସିତ ହେଉଛି ୨ ଲକ୍ଷ ୮୩ ହଜାର ୨୭୮ କ୍ୟୁସେକ୍ ଜଳ ।



from Prameya News7 https://ift.tt/2pczlGB
ହୀରାକୁଦ ଅପଡେଟ୍ : ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ହୀରାକୁଦ ଅପଡେଟ୍ : ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି Reviewed by SUBHENDU BARAL on October 01, 2019 Rating: 5

No comments:

Powered by Blogger.