କୋରାପୁଟ: ଆନ୍ଧ୍ର ଓଡିଶା ସୀମାନ୍ତ ସାଲୁର ଘାଟିରେ ମାଟି ଅତଡ଼ା ଧସିବା ଫଳରେ ଯାନବାହାନ ଚଳାଚଳ ପ୍ରଭାବିତ ହୋଇଛି।
୨୬ନମ୍ବର ଜାତୀୟ ରାଜପଥରେ ଅଟକି ରହିଥିବା ଗାଡ଼ି ଗୁଡ଼ିକ ଗୋଟିଏ ପାର୍ଶ୍ୱରେ ଚଳାଚଳ କରୁଛି। ଫଳରେ ଧୀରେ ଧୀରେ ଗାଡ଼ି ଚଳାଚଳ ସ୍ୱାଭାବିକ ହେଉଥିବା ଜଣାପଡ଼ିଛି।
ଗତକାଲି ବିଳମ୍ବିତ ରାତିରେ ସାଲୁର ଘାଟିରେ ମାଟି ଅତଡ଼ା ଧସିବା ଯୋଗୁ ଭୁବନେଶ୍ୱରରୁ ଜୟପୁର ଅଭିମୁଖେ ଯାଉଥିବା ଓ ଜୟପୁରରୁ ଭୁବନେଶ୍ୱର ଯାଉଥିବା ଗାଡ଼ି ଗୁଡ଼ିକ ଅଟକି ରହିଥିଲା।
from OTV Khabar. https://ift.tt/2nQlh5p
ଘାଟିରେ ଧସିଲା ମାଟି ଅତଡ଼ା; ଅଟକି ରହିଲା ଶହଶହ ଗାଡ଼ି Rajalaxmi Sahoo
Reviewed by SUBHENDU BARAL
on
October 02, 2019
Rating:
No comments: