ଭୁବନେଶ୍ୱର: ରାଜ୍ୟରେ କିଛି ଜିଲ୍ଲାରେ ଆଜି ଝଡ଼ବର୍ଷା ସହ ବଜ୍ରପାତ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି।
୧୦ଟି ଜିଲ୍ଲାରେ ବଜ୍ରପାତ ସହ ଝଡ଼ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- ମୟୂରଭଞ୍ଜ, ବାଲେଶ୍ୱର, କଟକ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, ଜଗତସିଂହପୁର, ଯାଜପୁର ଓ ପୁରୀ। ସକାଳ ୧୦ଟା ୧୫ ପର୍ଯ୍ୟନ୍ତ ଏହି ସବୁ ଜିଲ୍ଲାବାସୀଙ୍କୁ ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି।
from OTV Khabar. https://ift.tt/3355IFV
୧୦ ଜିଲ୍ଲାରେ ଝଡ଼ବର୍ଷା ସହ ବଜ୍ରପାତ ସମ୍ଭାବନା Rajalaxmi Sahoo
Reviewed by SUBHENDU BARAL
on
October 03, 2019
Rating:
No comments: