ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କୀ ବାତ’କାର୍ଯ୍ୟକ୍ରମ

ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କୀ ବାତ’କାର୍ଯ୍ୟକ୍ରମ ।  ‘ମନ କୀ ବାତ’କାର୍ଯ୍ୟକ୍ରମରେ ଦେଶବାସୀଙ୍କୁ ସମ୍ବୋଧନ କରିବେ ପ୍ରଧାନମନ୍ତ୍ରୀ ।ପ୍ରତି ମାସର ଶେଷ ରବିବାର ଦିନ ଏହି କାର୍ଯ୍ୟକ୍ରମ ମାଧ୍ୟମରେ ଦେଶବାସୀଙ୍କୁ ଉଦବୋଧନ ଦେଇଥାନ୍ତି । ଦ୍ୱିତୀୟ ଥର ପ୍ରଧାନମନ୍ତ୍ରୀ ହେବାପରେ ମୋଦୀଙ୍କ ଏହା ହେଉଛି ୬ଷ୍ଠ ଥର ମନ କୀ ବାତ କାର୍ଯ୍ୟକ୍ରମ ।



from Prameya News7 https://ift.tt/35xvdRw
ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କୀ ବାତ’କାର୍ଯ୍ୟକ୍ରମ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମନ କୀ ବାତ’କାର୍ଯ୍ୟକ୍ରମ Reviewed by SUBHENDU BARAL on November 23, 2019 Rating: 5

No comments:

Powered by Blogger.