ବ୍ରହ୍ମପୁର ୨୨।୧୧: ଗଞ୍ଜାମ ଜିଲ୍ଲା ଖଲ୍ଲିକୋଟ ନିକଟରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ଛାନଭିନ୍ ଆରମ୍ଭ କରିଛି ।
ସୂଚନଯୋଗ୍ୟ ଯେ, ଖଲ୍ଲିକୋଟ କେଶପୁର ପେଟ୍ରୋଲ ପମ୍ପ ନିକଟରେ ଗତକାଲି ବିଳମ୍ବିତ ରାତିରେ ଜଣେ ଯୁବକଙ୍କୁ ପିଟିପିଟି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଯୁବକଙ୍କୁ ହତ୍ୟା ପରେ ଘଟଣାସ୍ଥଳରୁ ଦୁର୍ବୃତ୍ତ ଫେରାର ହୋଇଯାଇଛନ୍ତି । ମୃତ ଯୁବକ ଜଣଙ୍କ ରାମଚନ୍ଦ୍ରପୁର ଗାଁର ଶଙ୍କର ପାହାନ ବୋଲି ଜଣାପଡିଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଜବତ କରିବା ସହ ଶବ ବ୍ୟବଛେଦ ପାଇଁ ମେଡିକାଲରେ ଭର୍ତ୍ତି କରିଛି ।
from Prameya News7 https://ift.tt/339Wfgb
ଯୁବକଙ୍କୁ ପିଟିପିଟି ହତ୍ୟା, କାରଣ ଅସ୍ପଷ୍ଟ
Reviewed by SUBHENDU BARAL
on
November 21, 2019
Rating:
No comments: