ବୃଦ୍ଧ ଦମ୍ପତ୍ତିଙ୍କୁ ହତ୍ୟା ! ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ, ପୋଲିସର ଛାନ୍‌ଭିନ୍

କଟକ ୧୩।୧୨: କଟକରେ ଡବଲ ମର୍ଡର ।  ଘରେ ପଶି ବୃଦ୍ଧ ଦମ୍ପତିଙ୍କୁ ହତ୍ୟା । ମଧୁପାଟଣା ଥାନା ଅନ୍ତର୍ଗତ ବେଲେଶ୍ବର ଗାଁରେ ଘଟିଛି ହତ୍ୟାକାଣ୍ଡ । ଘଟଣାସ୍ଥଳରେ ପୋଲସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନାଯୋଗ୍ୟ ଯେ, ଘର କେହି ନଥିବାର ସୁଯୋଗ ନେଇ ଦୁର୍ବୃତ୍ତ ମାନେ ହତ୍ୟାକରୀ ଫେରାର ହୋଇଯାଇଛନ୍ତି । ମୃତ ଦମ୍ପତ୍ତି ଶ୍ରୀନାଥ ସାମଲ,ବିଦୁଲତା ସାମଲ । ଅତ୍ୟନ୍ତ  ବିଭତ୍ସ  ଭାବେ ହତ୍ୟା କରାଯାଇଛି ।   କଟକ ଡିସିପିଙ୍କ ସହ ପୋଲିସର ବରିଷ୍ଠ ଅଧିକାରୀ ଘଟଣାସ୍ଥଳ ପରିଦର୍ଶନ କରିଛନ୍ତି । ତେବେ ଡିସିପିଙ୍କ କହିବା ଅନୁସାରେ କେହି ଜାଣିବା ଲୋକ ଏହି ହତ୍ୟାକାଣ୍ଡ ସହ ସମ୍ପୃକ୍ତ ଅଛନ୍ତି । ପୋଲିସ ଘଟଣାସ୍ଥଳରେ ତଦନ୍ତ ଜାରି ରଖିଛି । ତେବେ ହତ୍ୟାକାଣ୍ଡର ପ୍ରକୃତ କାରଣ ଜଣାପଡିନି ।



from Prameya News7 https://ift.tt/35j0RCi
ବୃଦ୍ଧ ଦମ୍ପତ୍ତିଙ୍କୁ ହତ୍ୟା ! ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ, ପୋଲିସର ଛାନ୍‌ଭିନ୍ ବୃଦ୍ଧ ଦମ୍ପତ୍ତିଙ୍କୁ ହତ୍ୟା ! ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ, ପୋଲିସର ଛାନ୍‌ଭିନ୍ Reviewed by SUBHENDU BARAL on December 12, 2019 Rating: 5

No comments:

Powered by Blogger.