ଭୟାବହ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ

ବାରିପଦା ୧୭।୧୨: ରଦ୍ଦି କାଗଜ ଗୋଦାମରେ ଭୟାବହ ଅଗ୍ନିକାଣ୍ଡ । ବାରିପଦା ଜିଲ୍ଲା ସଦର ଥାନା  ମଞ୍ଚାବନ୍ଧା ନିକଟରେ ଥିବା କାଗଜ ଗୋଦାମରେ ଅଗ୍ନିକାଣ୍ଡ ଘଟିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଚାଲିଛି ।

ସୂଚନାଯୋଗ୍ୟ ଯେ, ଗତକାଲି ବିଳମ୍ବିତ ରାତିରେ ସଦର ଥାନା ମଞ୍ଚାବନ୍ଧା ଠାରେ ଏକ ରଦ୍ଦି କାଗଜ ଗୋଦାମରେ ନିଆଁ ଲାଗିଯାଇଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର କାର୍ଟୁନ ପୋଡି ପାଉଁଶ ହୋଇଯାଇଛି । ତେବେ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରଖିଛି ।  



from Prameya News7 https://ift.tt/2RUVAgB
ଭୟାବହ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ ଭୟାବହ ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡି ପାଉଁଶ Reviewed by SUBHENDU BARAL on December 16, 2019 Rating: 5

No comments:

Powered by Blogger.