ଜାମିଆ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ବର୍ବରତା : ହାତରେ ପ୍ଲାକାର୍ଡ ଧରି ବିରୋଧ ପ୍ରଦର୍ଶନ କଲେ ଆଇଆଇଏମସି ଛାତ୍ରଛାତ୍ରୀ Kanak News

କନକ ବ୍ୟୁରୋ : ଜାମିଆ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ବର୍ବରତା ବିରୋଧର ସ୍ୱର ଉଠାଇଲେ ଢେଙ୍କାନାଳ ଆଇଆଇଏମସିର ଛାତ୍ରଛାତ୍ରୀ । ଢେଙ୍କାନାଳରେ ଥିବା ଜନସଂଚାର ସଂସ୍ଥାନର ଛାତ୍ରଛାତ୍ରୀ ହାତରେ ପ୍ଲାକାର୍ଡ ଧରି ଜାମିଆ ଛାତ୍ରଛାତ୍ରୀଙ୍କୁ ସମର୍ଥନ ଜଣାଇଛନ୍ତି ।

କୌଣସି ପରିସ୍ଥିତିରେ ଏକ ବିଶ୍ୱ ବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ବର୍ବରତା ଗ୍ରହଣୀୟ ନୁହଁ ବୋଲି କହିଛନ୍ତି ଛାତ୍ରଛାତ୍ରୀ ।



from Kanak News https://ift.tt/36KTofy https://ift.tt/2PXYsXn
ଜାମିଆ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ବର୍ବରତା : ହାତରେ ପ୍ଲାକାର୍ଡ ଧରି ବିରୋଧ ପ୍ରଦର୍ଶନ କଲେ ଆଇଆଇଏମସି ଛାତ୍ରଛାତ୍ରୀ Kanak News ଜାମିଆ ଛାତ୍ରଛାତ୍ରୀଙ୍କ ଉପରେ ପୋଲିସର ବର୍ବରତା : ହାତରେ ପ୍ଲାକାର୍ଡ ଧରି ବିରୋଧ ପ୍ରଦର୍ଶନ କଲେ ଆଇଆଇଏମସି ଛାତ୍ରଛାତ୍ରୀ Kanak News Reviewed by SUBHENDU BARAL on December 18, 2019 Rating: 5

No comments:

Powered by Blogger.