ସୁନ୍ଦରଗଡ ୭।୧: ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଏହି ମୃତଦେହ ମିଳିଛି ।

ସୂଚନାଯୋଗ୍ୟ ଯେ, ସୁନ୍ଦରଗଡ ଜିଲ୍ଲା ରାଜଗାଙ୍ଗପୁର ସୁନାଖାନ ରେଳ ଧାରଣା ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକ ହେଲେ ରାଜଗାଙ୍ଗପୁର ଲିପଲୋଇ ଅଞ୍ଚଳର ଦିଲ୍ଲୀପ ନାୟକ । ଦିଲ୍ଲୀପଙ୍କୁ କେହି ହତ୍ୟା କରି ରେଳ ଧାରଣାରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ରାଜଗାଙ୍ଗପୁର ପୋଲିସ ପହଞ୍ଚି ମୃତଦେହ ଜବତ କରିବା ସହ ତଦନ୍ତ ଆରମ୍ଭ କରିଛି ।
from Prameya News7 https://ift.tt/2twZguS
ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ
Reviewed by SUBHENDU BARAL
on
January 06, 2020
Rating:
No comments: