ଭବାନୀପାଟଣା: ଭିଜିଲାନ୍ସ ଜାଲରେ ଭବାନୀପାଟଣାର ପୂର୍ବତନ ବିଜେଡି ବିଧାୟକ ଅନାମ ନାୟକ।ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଅନାମ ନାୟକଙ୍କ ଘରେ ଆଜି ସକାଳୁ ସକାଳୁ ଭିଜିଲାନ୍ସ ଚଢ଼ଉ କରିଛି।
ଅନାମଙ୍କ ଭବାନୀପାଟଣା ନକଟିଗୁଡ଼ା ବାସଭବନ ଓ ମଦନପୁର ରାମପୁରରେ ଥିବା ଏକ ହୋଟେଲରେ ଭିଜିଲାନ୍ସ ପକ୍ଷରୁ ରେଡ୍ କରାଯାଇଛି। ରେଡ୍ ନେଇ ଭିଜିଲାନ୍ସ DSP ସତ୍ୟବାନ ମହାନନ୍ଦ ସୂଚନା ଦେଇଛନ୍ତି।
from OTV Khabar. https://ift.tt/2uRR1Kk
ପୂର୍ବତନ ବିଜେଡି ବିଧାୟକଙ୍କ ଘରେ ଭିଜିଲାନ୍ସ ରେଡ୍ OTV KHABAR BUREAU
Reviewed by SUBHENDU BARAL
on
January 16, 2020
Rating:
No comments: