ଭୁବନେଶ୍ୱର : ଭୁବନେଶ୍ୱର କଳ୍ପନା ଛକ ଓଭରବ୍ରିଜ ପାଖରେ ଥିବା ଫଳ ବଜାରରେ ଅଗ୍ନିକାଣ୍ଡ । ଗତକାଲି ବିଳମ୍ବିତ ରାତିରେ ନିଆଁ ଲାଗି ମା ତାରିଣୀ ଭେଣ୍ଡିଂ ଜୋନରେ ଥିବା ୨୫ଟି ଫଳ ଦୋକାନ ଜଳିଯାଇଛି।
ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଛି । ଅଗ୍ନିକାଣ୍ଡରେ ଲକ୍ଷାଧିକ ଟଙ୍କାର ଫଳ ଓ ସାମଗ୍ରୀ ପୋଡ଼ିଯାଇଛି।
from OTV Khabar. https://ift.tt/2TRefuB
ଜଳିଗଲା ଫଳ ବଜାର ! Pradesh Pratyush
Reviewed by SUBHENDU BARAL
on
January 23, 2020
Rating:
No comments: