ଭୁବନେଶ୍ୱର: କିଛି ଦିନ ରାଜ୍ୟରେ ପାଗ ଶୁଖିଲା ରହିବା ପରେ ଆଜି ପାଗରେ ପରିବର୍ତ୍ତନ ଆସିଛି। ଆଜି ସକାଳୁ ସକାଳୁ ପାଗ କୋହଲା ରହିଥିବା ଦେଖିବାକୁ ମିଳିଛି।
ଆଜି ୫ଟି ଜିଲ୍ଲାରେ ଘଡ଼ଘଡ଼ି ସହ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦିନ ୧୨ଟା ଯାଏ ସତର୍କ ରହିବାକୁ ନୟାଗଡ଼, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା ଓ ବରଗଡ଼ ଜିଲ୍ଲାବାସୀଙ୍କୁ ପରାମର୍ଶ ଦିଆଯାଇଛି।
from OTV Khabar. https://ift.tt/2VfZx0X
୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା OTV KHABAR BUREAU
Reviewed by SUBHENDU BARAL
on
February 23, 2020
Rating:
No comments: