କଟକ: ମେ’ ୩ ପରେ ଯଦି ଲକ୍ଡାଉନ୍ ନ ବଢ଼େ ତେବେ ଉଭୟ ଓଡ଼ିଶା ହାଇକୋର୍ଟ ଓ ତଳକୋର୍ଟରେ ଖରାଛୁଟି ବାତିଲ ହେବ। ଏନେଇ ଓଡିଶା ହାଇକୋର୍ଟ ରେଜିଷ୍ଟ୍ରାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଓଡିଶା ହାଇକୋର୍ଟ ବାର୍ ଆସୋସିଏସନର ସଭାପତି, ଉପସଭାପତି, ସମ୍ପାଦକ ଓ ଅାଡଭୋକେଟ ଜେନେରାଲଙ୍କ ସହ ବିଚାରବିମର୍ଶ ପରେ ହାଇକୋର୍ଟଙ୍କ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି।
ଲକ୍ଡାଉନ୍ରେ କୋର୍ଟ ବନ୍ଦ ଥିବାରୁ ଖରାଛୁଟିରେ କୋର୍ଟ କାର୍ଯ୍ୟ ଚାଲିବ ବୋଲି ସୂଚନା ମିଳିଛି।
from OTV Khabar. https://ift.tt/2YeSw1T
ଲକ୍ଡାଉନ୍ ନ ବଢ଼ିଲେ ବାତିଲ ହେବ କୋର୍ଟ ଖରାଛୁଟି OTV KHABAR BUREAU
Reviewed by SUBHENDU BARAL
on
April 28, 2020
Rating:
No comments: