ବରଗଡ଼ ଜିଲ୍ଲାକୁ ଛୁଇଁଲା କରୋନା Rajalaxmi Sahoo

ବରଗଡ଼: ବରଗଡ଼ ଜିଲ୍ଲାକୁ ଛୁଇଁଲା କରୋନା। ବରଗଡ଼ ସହରରେ ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ନେଇ ଜିଲ୍ଲା ଲୋକ ସଂପର୍କ ଅଧିକାରୀ କଲ୍ୟାଣୀ ଦାସ ସୂଚନା ଦେଇଛନ୍ତି।

ଆକ୍ରାନ୍ତ ଜଣକ ହୋମ୍‌ କ୍ୱାରେଣ୍ଟିନ୍‌ରେ ଥିଲେ। ବରଗଡ଼ ଜିଲ୍ଲାକୁ ମିଶାଇ ରାଜ୍ୟରେ କରୋନା ଆକ୍ରାନ୍ତ ଜିଲ୍ଲା ସଂଖ୍ୟା ୨୭କୁ ବୃଦ୍ଧି ପାଇଛି।

ଅନ୍ୟପକ୍ଷରେ, ବଲାଙ୍ଗିର ଜିଲ୍ଲାରେ ଆଉ ୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ଜିଲ୍ଲାପାଳ ଅରିନ୍ଦମ ଡାକୁଆ ସୂଚନା ଦେଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ବଲାଙ୍ଗିର ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୬କୁ ବୃଦ୍ଧି ପାଇଛି।



from OTV Khabar. https://ift.tt/2Ty8yki
ବରଗଡ଼ ଜିଲ୍ଲାକୁ ଛୁଇଁଲା କରୋନା Rajalaxmi Sahoo ବରଗଡ଼ ଜିଲ୍ଲାକୁ ଛୁଇଁଲା କରୋନା Rajalaxmi Sahoo Reviewed by SUBHENDU BARAL on May 23, 2020 Rating: 5

No comments:

Powered by Blogger.